www.samajalive.in
Monday, December 8, 2025
24.1 C
Bhubaneswar

ରାଉରକେଲା : ଯୁବକଙ୍କ ଗଳକାଟି ନିର୍ମମ ହତ୍ୟା

ରାଉରକେଲା ସେକ୍ଟର-୫ ଦୀପିକା ସ୍କୁଲ ନିକଟରେ ଜଣେ ଯୁବକଙ୍କ ଗଳକାଟି ନିର୍ମମ ହତ୍ୟା କରାଯଇଛି। ଯୁବକଙ୍କ ବୟସ ପ୍ରାୟ ୩୦ ରୁ ୩୫ ବର୍ଷ ବୟସ ବୋଲି ଅନୁମାନ କରାଯାଉଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

ତେବେ ମୃତ ଯୁବକଙ୍କ ପରିଚୟ ମିଳିଛି । ତାଙ୍କ ଘର ସେକ୍ଟର-୬ ମହିମା ଆଶ୍ରମ ବସ୍ତିରେ ବୋଲି ଜଣା ପଡିଛି । ତାଙ୍କ ମାଆ ପୁଅର ମୃତ ଦେହକୁ ଚିହ୍ନଟ କରିଛନ୍ତି।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories