www.samajalive.in
Monday, December 8, 2025
20.1 C
Bhubaneswar

ଆଚାର୍ଯ୍ୟ ହରିହର ଶିଶୁ ଭବନ ପ୍ରତିଷ୍ଠାତାଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

ସାକ୍ଷୀଗୋପାଳ :  ଋଷି ପ୍ରତିମ ଆଚାର୍ଯ୍ୟ ହରିହରଙ୍କ ସ୍ମୃତିରେ ସ୍ଥାପିତ ସତ୍ୟଵାଦୀ ଆଚାର୍ଯ୍ୟ ହରିହର ଶିଶୁ ଭବନର ପ୍ରତିଷ୍ଠାତା ଶିକ୍ଷାବିତ ଵାମନ ଚରଣ ଦାସଙ୍କ ୧୪ ତମ ଶ୍ରାଦ୍ଧୋତ୍ସବ ଗୁରୁବାର ପାଳିତ ହୋଇଯାଇଛି। ଶିଶୁ ଭବନ ପରିଷରରେ ସ୍ବର୍ଗତ ଦାସଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଥିଲା। ଶିଶୁ ଭବନର ଉପସଭାପତି ବିରେନ୍ଦ୍ର ଭୁଷଣ ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ମୃତି ସଭାରେ ପରିଚଳନା ପରିଷଦର କୋଷାଧ୍ୟକ୍ଷ ଵାଵନ ଵରାଳ, ସଭ୍ୟ ବ୍ଳଜବନ୍ଧୁ ନନ୍ଦ, ସୁପରିଡେଣ୍ଟ ସୁବୋଧ କୁମାର ସ୍ବାଇଁ, ସ୍ବର୍ଣ୍ଣଲତା ନାୟକ, କୃଷ୍ଣଚନ୍ଦ୍ର ପଣ୍ଡା, ପ୍ରମୋଦ କୁମାର ନାୟକ, ମୀନାକ୍ଷୀ ବାରିକ, କଵିତା ପାତ୍ର, ଜ୍ୟୋତିରାଣୀ ମିଶ୍ର ଓ ଶୁଭ୍ରଜିତା ଶୁଭଦର୍ଶିନୀ ପ୍ରମୁଖ ଯୋଗଦେଇ ସ୍ବର୍ଗତ ବାମନ ଦାସଙ୍କ ଛାତ୍ରଵତ୍ସଳ ଗୁଣାବଳୀ ସମ୍ପର୍କରେ ଆଲୋଚନା କରିଥିଲେ। ଶିଶୁ ଭବନର ଆନ୍ତେଵାସୀ ଓ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories