www.samajalive.in
Monday, December 15, 2025
14.1 C
Bhubaneswar

ସିକାଗୋରେ ଦ୍ୱିତୀୟ ବିଶ୍ୱ ହିନ୍ଦୁ ସମ୍ମିଳନୀ : ଯୋଗଦେବେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ : ୧୮୯୩ ମସିହାରେ ବିଶ୍ୱ ଧର୍ମ ସମ୍ମିଳନୀରେ ସ୍ୱାମୀ ବିବେକାନନ୍ଦଙ୍କ ଐତିହାସିକ ଉଦ୍‍ବୋଧନର ୧୨୫ତମ ବାର୍ଷିକ ଉପଲକ୍ଷେ ଦ୍ୱିତୀୟ ବିଶ୍ୱ ହିନ୍ଦୁ ସମ୍ମିଳନୀ ଆୟୋଜନ କରାଯାଇଛି। ଗ୍ରେଟର ସିକାଗୋରେ ଥିବା ହିନ୍ଦୁ ମନ୍ଦିର ପରିସରରେ ପ୍ରବାସୀ ଭାରତୀୟମାନଙ୍କ ବିଭିନ୍ନ ସଂଗଠନଗୁଡ଼ିକ ପକ୍ଷରୁ ଏହି ସମ୍ମିଳନୀ ଆୟୋଜନ କରାଯାଇଛି। ଅଜିଠାରୁୁ ୯ ତାରିଖ ପର୍ଯ୍ୟନ୍ତ ଏହି ଦ୍ୱିତୀୟ ବିଶ୍ୱ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହେଉଛି। ଉପରାଷ୍ଟ୍ରପତି ଏମ୍‍ ଭେଙ୍କେୟା ନାଇଡୁ ଏଥିରେ ଯୋଗଦେବା ପାଇଁ ୩ ଦିନିଆ ଆମେରିକା ଯାତ୍ରା କରିଛନ୍ତି। ବିଶ୍ୱ ହିନ୍ଦୁ ସମ୍ମିଳନୀରେ ଅବସରରେ ସେ ଭାରତୀୟମାନଙ୍କୁ ସେଠାରେ ଉଦ୍‍ବୋଧନ ଦେବେ। ଏହି ଅବସରରେ ଶ୍ରୀ ନାଇଡୁ ବିଶ୍ୱର ଅନେକ ନେତାମାନଙ୍କ ସହ ଦ୍ୱିପକ୍ଷୀୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।


ଏହି ସମ୍ମିଳନୀରେ ଭାରତର ବିଭିନ୍ନ ସାଧୁସନ୍ଥ ଓ ଆଧ୍ୟାତ୍ମିକ ଗୁରୁ ଯୋଗ ଦେଉଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories