www.samajalive.in
Tuesday, December 9, 2025
17.1 C
Bhubaneswar

ଶିଶୁ ସୁରକ୍ଷା ଅଧିକାରୀଙ୍କ ମୋହନା ଗସ୍ତ

ମୋହନା : ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ ଗଜପତି ଜିଲ୍ଲା ମୋହନା ଗସ୍ତ କରିଛନ୍ତି । ବ୍ଲକର ମର୍ଚିମା, ଟିଟିମେରି ଓ ପାଲଡା ଆଦି ଗାଁ ଗସ୍ତ କରି ଗତ କୋଭିଡ ସମୟରେ ପିତ।ମାତା ହରାଇଥିବା ୪ ଅନାଥ ଶିଶୁଙ୍କୁ ଆଶୀର୍ବାଦ ଯୋଜନାରେ ସାମିଲ ପାଇଁ ଚିହ୍ନଟ କରାଯାଇଛି । ଖୁବଶୀଘ୍ର ଆଶୀର୍ବାଦ ଯୋଜନାରେ ସେମାନଙ୍କୁ ସାମିଲ କରି ସହାୟତା ଯୋଗାଇ ଦିଆଯିବା ସହିତ ବିଜୁ ସ୍ନାର୍ଟ କାର୍ଡ଼ ପ୍ରଦାନ କରାଯିବ ବୋଲି ଡିସିପିଓ କହିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories