www.samajalive.in
Sunday, December 14, 2025
14.1 C
Bhubaneswar

ମଲେଇ କୋଫ୍‍ତା

ଆବଶ୍ୟକ ସାମଗ୍ରୀ
ଛେନା – ୪୦୦ ଗ୍ରାମ
ସୁଜି – ଅଳ୍ପ
କାଜୁ ,ଜିରା ବଟା – ୬ ଚାମଚ
ଗୋଟା କାଜୁ – ୫ ରୁ ୬ଟି
ଲୁଣ – ଆବଶ୍ୟକ ଅନୁଯାୟୀ
ତେଲ – ଆବଶ୍ୟକ ଅନୁଯାୟୀ
ଲଙ୍କା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ହଳଦୀ ଗୁଣ୍ଡ – – ଆବଶ୍ୟକ ଅନୁଯାୟୀ
କଟା ଧନିଆ ପତ୍ର – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଛେନାକୁ ପେଷି ( ଗ୍ରାଇଣ୍ଡିଙ୍ଗ ) କରି ଦିଅନ୍ତୁ। ଏଥିରେ ଅଳ୍ପ ସୁଜି ମିଶାଇ ଭଲ ଭାବେ ଚକଟି ଦିଅନ୍ତୁ। ଏହାକୁ ହାତରେ ଗୋଲ ଗୋଲ କରି ଏହା ମଧ୍ୟରେ ଫାଳେ ଫାଳେ କାଜୁ ରଖନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଗୋଲ କରି ରଖିଥିବା ଛେନାକୁ ଛାଣିକି ଏକ ପାତ୍ରରେ ରଖନ୍ତୁ। ଏହା ପରେ କଡ଼େଇରେ ଆଉ କିଛି ତେଲ ଗରମ କରି ସେଥିରେ କାଜୁ ବଟା, ଲୁଣ , ଅଳ୍ପ ହଳଦୀ ,ଲଙ୍କା ଗୁଣ୍ଡ ପକାଇ ଭଲ ଭାବେ କଷନ୍ତୁ। କଷିବା ପରେ ଏଥିରେ କଟା ଧନିଆ ପତ୍ର ଛାଣି କରି ରଖିଥିବା ଛେନାକୁ ପକାନ୍ତୁ। କିଛି ପାଣି ଦେଇ ୨ ମିନିଟ ଗ୍ୟାସରେ ବସାଇ ଏକ ପାତ୍ରକୁ କାଢି ଦିଅନ୍ତୁ ଓ ଗରମାଗରମ ଖାଆନ୍ତୁ।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories