www.samajalive.in
Saturday, December 6, 2025
23.1 C
Bhubaneswar

ମୁମ୍ବଇ-ଆଗ୍ରା ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ; ୩ ମୃତ

ମୁମ୍ବଇ : ମୁମ୍ବଇ-ଆଗ୍ରା ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୭ ରୁ ୮ ଟି ଗାଡି ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଆଜି ଖବର ମିଳିଛି।  ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଧୁଲେର ପଲାସନେର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏଭଳି ବଡ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଏକ ମାରୁତି ବୋଲେରୋ କାର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି ବୋଲି ସୂଚନା ମିଳିଛି। ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories