www.samajalive.in
Saturday, December 13, 2025
23.1 C
Bhubaneswar

ମମିତା ମେହେରଙ୍କ ପରିବାରକୁ ଭେଟିଲା କଂଗ୍ରେସର ୨ ଜଣିଆ କେନ୍ଦ୍ରୀୟ ଟିମ୍‍

କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗ ସନ ସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଆଜି କଂଗ୍ରେସର ଏକ ଦୁଇ ଜଣିଆ କେନ୍ଦ୍ରୀୟ ଟିମ୍‍ ପୀଡ଼ିତାଙ୍କ ଗାଁ ବଲାଙ୍ଗିର ଜିଲ୍ଲା ତୁରେଇକେଲା ବ୍ଲକ୍‍ ଅନ୍ତର୍ଗତ ଝରଣୀ ଗ୍ରାମକୁ ଯାଇ ପରିବାର ଲୋକଙ୍କୁ ଭେଟିଛନ୍ତି। ଏହି ଟିମ୍‍ ପୂର୍ବାହ୍ନ ସାଢ଼େ ୧୧ଟାରେ ପୀଡ଼ିତାଙ୍କ ଗ୍ରାମରେ ପହଂଚିଥିଲେ। ରୋଜଗାରିଆ ଝିଅ ମମିତାଙ୍କୁ ହରାଇ ଦୁଃଖରେ ଭାଙ୍ଗି ପଡିଥିବା ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଏବଂ ମମିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆମେ ତାଙ୍କ ସହିତ ଅଛୁ ବୋଲି ପରିବାର ଲୋକଙ୍କୁ ଆଶ୍ୱାସନା ଦେଇଛନ୍ତି। ଏହି ଟିମରେ ସର୍ବ ଭାରତୀୟ କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ରଣଦୀପ ସୁରଜେୱାଲା, ରାଜ୍ୟ କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର ଥିଲେ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories