www.samajalive.in
Thursday, December 11, 2025
15.1 C
Bhubaneswar

ଦିନକରେ ରାଜ୍ୟରେ ୩୬୫ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୩୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ଗୁରୁବାର ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୨୧୨ ଓ ସ୍ଥାନୀୟ ସଂକ୍ରମିତ ୧୫୩ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୫୬ ଜଣ ଥିବା ଜଣାଯାଇଛି । ଅନୁଗୁଳରୁ ୧, ବାଲେଶ୍ୱର ୨, ବରଗଡ ୧, ଭଦ୍ରକ ୭, କଟକ ୩୪, ଦେବଗଡ ୬ ଓ ଢେଙ୍କାନାଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୫, ଜଗତସିଂହପୁର ୧୩, ଯାଜପୁର ୧୦, ଝାରସୁଗୁଡା ୩, କଳାହାଣ୍ଡି ୩, କେନ୍ଦ୍ରାପଡା ୨୦, ଖୋର୍ଦ୍ଧାରେ ୧୫୭ ଜଣଙ୍କୁ ଚିହ୍ନଟ କରାଯାଇଛି । କୋରାପୁଟ ୪, ମାଲକାନଗିରି ୧, ମୟୁରଭଞ୍ଜ ୨୩, ନୟାଗଡ ୧, ନୂଆପଡା ୩, ପୁରୀ ୧୦, ରାୟଗଡା ୧, ସମ୍ବଲପୁର ୧୦, ସୋନପୁର ୧, ସୁନ୍ଦରଗଡ ୮ ଓ ଷ୍ଟେଟପୁଲରୁ ୩୭ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୫୪୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୪୫୬୩ ସକ୍ରିୟ କରୋନା ରୋଗୀ ଥିବା ଜଣାଯାଇଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories