www.samajalive.in
Friday, December 12, 2025
16.1 C
Bhubaneswar

ରଜନୀକାନ୍ତ ଡାକ୍ତରଖାନାରେ ଭର୍ତ୍ତି

ଚେନ୍ନାଇ: ଭାରତୀୟ ସିନେମାର ପ୍ରସିଦ୍ଧ ଅଭିନେତା ରଜନୀକାନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଚେନ୍ନାଇର କୌଭେରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଟିମ୍‌ର କହିବାନୁସାରେ, ତାଙ୍କୁ ସମୟାନ୍ତର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁବାର ଅପରାହ୍ନ ସମୟରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ତାଙ୍କ ଝିଅ ଐଶ୍ୱର୍ଯ୍ୟା ତାଙ୍କ ସହ ଡାକ୍ତରଖାନାରେ ଥିବା ଜଣାପଡ଼ିଛି। ଏହା ନିୟମିତ ବ୍ୟବଧାନରେ କରାଯାଉଥିବା ହେଲ୍‌ଥ ଚେକ୍‌ଅପ୍‌ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ସୋମବାର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ସୁପରଷ୍ଟାର ରଜନୀକାନ୍ତଙ୍କୁ ସମ୍ମାନଜନକ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରିଛନ୍ତି। ରଜନୀକାନ୍ତ ତାଙ୍କ ପରାମର୍ଶଦାତା ତଥା ଚଳଚ୍ଚିତ୍ର ନିର୍ମାତା ସ୍ୱର୍ଗତ କେ ବାଲାଚନ୍ଦରଙ୍କ ସମେତ ଅନେକ ଲୋକଙ୍କୁ ଏହି ପୁରସ୍କାର ଉତ୍ସର୍ଗ କରିଥିଲେ।

- Advertisement -

 

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories