www.samajalive.in
Sunday, December 7, 2025
23.1 C
Bhubaneswar

ସ୍ୱାସ୍ଥ୍ୟ ପାଇଁ ହିତକାରୀ ଏହି ଖିରୀ

ଆବଶ୍ୟକ ସାମଗ୍ରୀ
ଖିର – ୧ଲିଟର
ବାସୁମତୀ ଚାଉଳ – ଅଳ୍ପ
ମୁଗ ଡ଼ାଲି – ୩ ଚାମଚ
କୋରା ଖୁଆ,
ଗୁଜୁରାତି ଗୁଣ୍ଡ
ଚିନି
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମୁଗଡାଲି ଓ ଚାଉଳକୁ ୧ ଘଣ୍ଟା ବତୁରାଇ ରଖିଦିଅନ୍ତୁ। ଏହାପରେ ଗ୍ୟାସରେ କୁକର ବସାଇ ମୁଗଡ଼ାଲି ଓ ଚାଉକୁ ଏକାଠି ବସାଇ ୨ଟି ସିଟି ଦିଅନ୍ତୁ। ଏହାପରେ ଗ୍ୟାସରେ ଏକ ପାତ୍ର ବସାଇ ଖିରକୁ ଭଲ ଭାବେ ଫୁଟାନ୍ତୁ। ଏହାପରେ କିଛି ଖିରରେ କେସର ବତୁରାଇ ରଖି ଦିଅନ୍ତୁ। ଏବେ ଏଥିରେ ପୂର୍ବ ପ୍ରସ୍ତୁତ ଚାଉଳ ଓ ମୁଗଡ଼ାଲି ପକାଇ ଭଲ ଭାବେ ଗୋଳାନ୍ତୁ। ଗୋଳାଇବା ପରେ କୋରା ଖୁଆ, ଗୁଜୁରାତି ଗୁଣ୍ଡ, ଚିନି ପକାଇ ପୁଣି ଗୋଳାନ୍ତୁ। ଏବେ ଏହାକୁ ପାତ୍ରକୁ କାଢି କିଛି କାଜୁ, ବାଦାମ, ପିସ୍ତା ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଖିରୀ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories