www.samajalive.in
Wednesday, December 10, 2025
23.1 C
Bhubaneswar

ବିଶ୍ୱନାଥ ଶ୍ରୀଚନ୍ଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ

ବାଙ୍କୀ: ଡମପଡା ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଅଧିନ ବିଶ୍ୱନାଥ ଶ୍ରୀଚନ୍ଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାଙ୍କୀ ବିଧାୟକ ଦେବୀରଂଜନ ତ୍ରିପାଠୀ ମୁଖ୍ୟଅତିଥି ଭାବରେ ଯୋଗଦେଇ ବିଦ୍ୟାର୍ଥୀମାନଙ୍କୁ ପୋଷାକ ବିତରଣ କରିଛନ୍ତି। ସମ୍ମାନିତ ଅତିଥି ଭାବରେ ସରପଞ୍ଚ ଖଗେଶ୍ୱର ସେଠୀ, ଶିକ୍ଷାବିତ୍‍ ଭୃଗୁରାମ ରାଉତ, ବନବିହାରୀ ନାଥ, ସି.ଆର.ସି.ସି ଦାଶରଥି ପରିଡା କୃଷ୍ଣରଂଜନ ରଣା ପ୍ରମୁଖ ଯୋଗ ଦେଇଥିଲେ।

ପ୍ରଧାନଶିକ୍ଷକ ବିଜୟ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମାଜସେବୀ ବିଜୟ କୁମାର ମହାନ୍ତି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଭ୍ରମରବର ପରିଡା, ଉଦୀପ୍ତ ପଟ୍ଟନାୟକ ବରିଷ୍ଠ ଶିକ୍ଷକ ମାନସ କୁମାର ନନ୍ଦ, ସହକାରୀ ଶିକ୍ଷକ ଶ୍ରୀନିବାସ ଦାସଙ୍କ ସମେତ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories