www.samajalive.in
Saturday, December 6, 2025
26.1 C
Bhubaneswar

ଯୁବକଙ୍କୁ ଗୁଳିମାଡ଼ ସହ ଭୁଜାଲିରେ ହାଣି ହତ୍ୟା

ବାଲେଶ୍ବର: ବାଲେଶ୍ବର ଜିଲା ସଦର ଥାନା ଅନ୍ତର୍ଗତ କୁରୁଡା ଛକରେ ରବିବାର ଜଣେ ଯୁବକଙ୍କୁ ଗୁଳିମାଡ଼ ସହ ଭୁଜାଲିରେ ଆକ୍ରମଣ କରି ହତ୍ୟା କରାଯାଇଛି। ଯୁବକଜଣକ ହେଉଛନ୍ତି ଶାସନ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥ ପାଟଣା ଗ୍ରାମର ରବୀନ୍ଦ୍ର ମୋହନ ଦାସଙ୍କ ପୁଅ ବିନୋଦ ବିହାରୀ ଦାସ(୩୪)। ତେବେ ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ବିନୋଦ ଏକ ବାଇକରେ କୁରୁଡା ଛକକୁ ଆସୁଥିବା ସମୟରେ ପୂର୍ବାହ୍ନ ପ୍ରାୟ ୯ ଟା ୩୦ ମିନିଟ୍ ସମୟରେ କିଛି ଦୁର୍ବୃତ୍ତ ବିନୋଦଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ବିନୋଦ ତଳେ ପଡ଼ିଯିବା ପରେ ସେମାନେ ତାଙ୍କୁ ଭୁଜାଲିରେ ହାଣି ଫେରାର ହୋଇ ଯାଇଥିଲେ। ପୁଲିସ ଛାନଭିନ୍ ଚଳାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତଙ୍କ ପତ୍ତା ମିଳି ପାରିନାହିଁ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories