www.samajalive.in
Monday, December 8, 2025
16.1 C
Bhubaneswar

ଖାତକୁ ଖସିଲା ବୋଲେରୋ: ୧୩ ମୃତ, ଉଦ୍ଧାରକାର୍ଯ୍ୟ ଜାରି

ଡେରାଡୁନ୍: ଉତ୍ତରାଖଣ୍ଡର ଚକରାତାରେ ରବିବାର ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ୧୦ଟା ସମୟେରେ ଚକରାତାର ଭରମ ଖତ ସ୍ଥିତ ବାୟଲା ଗାଁରୁ ବିକାଶନଗର ଯାଉଥିବା ଏକ ବୋଲେରୋ ବାୟଲା-ପିଙ୍ଗୁୱା ରାସ୍ତାରେ ଭାରସାମ୍ୟ ହରାଇ ୪୦୦ ମିଟର ଗଭୀର ଖାତକୁ ଖସି ପଡ଼ିଛି। ବୋଲେରୋରେ ମୋଟ୍‌ ୧୫ ଜଣ ଯାତ୍ରୀ ଥିବା ବେଳେ ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୨ଜଣ ଗୁରୁତର ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି। କେମିତି ଓ କେଉଁ ପରିସ୍ଥିତିରେ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହେଲା ସେନେଇ ଯାଞ୍ଚ ଚାଲିଛି।

 

- Advertisement -

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories