www.samajalive.in
Sunday, December 7, 2025
14.1 C
Bhubaneswar

କରୋନା କବଳରେ ଉର୍ମିଳା

ମୁମ୍ବଇ: ବଲିଉଡ଼ ଅଭିନେତ୍ରୀ ତଥା ରାଜନେତ୍ରୀ ଉର୍ମିଳା ମାତୋଣ୍ଡକର କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି।


ଉର୍ମିଳା ଲେଖିଛନ୍ତି ଯେ, ‘‘ମୋର କରୋନା ରିପୋର୍ଟ ପଜିଟିଭ୍‌ ଆସିଛି। ତେବେ ମୋ ସ୍ବାସ୍ଥ୍ୟବସ୍ଥା ଏବେ ଭଲ ଅଛି ଓ ମୁଁ ନିଜକୁ ଘରେ ସଙ୍ଗରୋଧରେ ରଖିଛି। ମୁଁ ନିବେଦନ କରୁଛି ଯେ ବିଗତ ଦିନମାନଙ୍କରେ ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ତୁରନ୍ତ ନିଜ କରୋନା ପରୀକ୍ଷା କରାଇନିଅନ୍ତୁ। ଏଥିସହ ଦୀପାବଳି ସମୟରେ ସମସ୍ତେ ସାବଧାନତା ଅବଲମ୍ବନ କରନ୍ତୁ, ନିଜର ଯତ୍ନ ନିଅନ୍ତୁ ଓ ସୁରକ୍ଷିତ ରୁହନ୍ତୁ’’।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories