www.samajalive.in
Saturday, December 13, 2025
23.1 C
Bhubaneswar

ବିଜେଡିର ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ

ନବରଙ୍ଗପୁର, ପାପଡାହାଣ୍ଡି: ନବରଙ୍ଗପୁର ଜିଲା ଡାବୁଗାଁ ନିର୍ବାଚନ ମଣ୍ଡଳୀ ପାପଡାହାଣ୍ଡି ବ୍ଲକରେ ଜୋନ ସ୍ତରୀୟ ବିଜେଡି କର୍ମୀ ସମ୍ମିଳନୀ ଏବଂ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦକ୍ଷମାପାଲା, ଚାଲିପେଟା, ଖୁଟୁବାଇ, ଆମଲିପଦର ଏବଂ ଫୁଲ ପଦର ଗ୍ରାମର ପ୍ରାୟ ୪୫ ଜଣ ଜଣ ସଦସ୍ୟ ବିଜେଡିରେ ସାମିଲ ହୋଇଥିଲେ। ସେମାନଙ୍କୁ ପୁଷ୍ପମାଲ୍ୟ ଦେଇ ସମ୍ବର୍ଦ୍ଧନା ଦିଆଯାଇଥିଲା। କାର୍ଯ୍ୟକ୍ରମରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ।

 

- Advertisement -

ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଆଦିବାସୀ ବିକାଶ ପରିଷଦ ଅଧକ୍ଷ ତଥା ପୂର୍ବତନ ଜିଲା ପରିଷଦ ଅଧକ୍ଷ ମୋତିରାମ ନାୟକ, ଜିଲା ବିଜେଡି ସଭାନେତ୍ରୀ ମଞ୍ଜୁଳା ମାଝୀ, ଜିଲା ପରିଷଦ ଅଧକ୍ଷା ଭଗବତୀ ଭତରା, ବିଜେଡି ଜିଲା ଉପ ସଭାପତି ବଦ୍ରି ନାରାୟଣ ସିଂ, ଜିଲା ଯୁବ ବିଜେଡି ସଭାପତି ଶିବା ବିଶୋଇ, ସାଧାରଣ ସମ୍ପାଦକ ଅବଦୁଲ ତାଜୁଦ୍ଦିନ, ସରୋଜ ଜାଲ, ବ୍ଲକ ଉପାଧ୍ୟକ୍ଷ ତ୍ରିନାଥ ପ୍ରଧାନ, ବ୍ଲକ ବିଜେଡି ସଭାପତି ବିଦ୍ୟାଧର ମଲିକ ପ୍ରମୁଖ ଯୋଗଦେଇଥିଲେ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories