www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ୩୨୭ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୩୨୭ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୯୧ ଓ ସ୍ଥାନୀୟ ସଂକ୍ରମିତ ୧୩୬ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୪୪ ଜଣ ରହିଛନ୍ତି । ରାଜ୍ୟର ଭଦ୍ରକରୁ ୮, ବଲାଙ୍ଗିର ୫, ବଉଦ ୧, କଟକ ୨୯, ଢେଙ୍କାନାଳ ୧, ଗଞ୍ଜାମ ୪, ଜଗତସିଂହପୁର ୭, ଯାଜପୁରରେ ୯ ଜଣ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡାରେ ୨, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୧୭୭, କୋରାପୁଟ ୩, ମୟୁରଭଞ୍ଜ ୧୩, ନୟାଗଡ ୩, ନୂଆପଡା ୨, ପୁରୀ ୬ ଓ ସମ୍ବଲପୁରରେ ୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ସୁନ୍ଦରଗଡରେ ୪ ଓ ଷ୍ଟେଟପୁଲରୁ ୪୨ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୪୩୮ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୪୧୨୨ ଜଣ ସକି୍ରୟ କରୋନା ରୋଗୀ ରହିଛନ୍ତି ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories