www.samajalive.in
Saturday, December 13, 2025
26.1 C
Bhubaneswar

ଦେଶରେ ନୂଆ ୧୦,୪୨୩ କରୋନା ରୋଗୀ, ୪୪୩ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୪୨୩ ଜଣ ନୂଆ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ଦିନକ ମଧ୍ୟରେ ୧୫,୦୨୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଦିନକ ମଧ୍ୟରେ ୪୪୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଦେଶରେ ଏପର୍ଯ୍ୟନ୍ତ ମୋଟ ୩,୩୬,୮୩,୫୮୧ ଜଣ ସୁସ୍ଥ ହୋଇସାରିଲେଣି । ଏଥିସହିତ ମୃତ୍ୟୁସଂଖ୍ୟା ୪,୫୮,୮୮୦କୁ ବୃଦ୍ଧିପାଇଛି । ସୋମବାର ସଂଧ୍ୟା ସୁଦ୍ଧା ଦେଶରେ ୧,୦୬,୮୫,୭୧,୮୭୯ ପାନ କୋଭିଡ ଟିକା ଦିଆଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories