www.samajalive.in
Wednesday, December 10, 2025
18.1 C
Bhubaneswar

ଦେଶରେ ୧୧,୯୦୩ ନୂଆ କରୋନା ରୋଗୀ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୯୦୩ ଜଣ ନୂଆ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି । ସେହିଭଳି ଦିନକ ମଧ୍ୟରେ ୧୪,୧୫୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ୩,୩୬,୯୭,୭୪୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଦେଶରେ ଦୈନିକ ସଂକ୍ରମଣ ୧.୧୧% ଓ ସାପ୍ତାହିକ ସଂକ୍ରମଣ ୧.୧୮% ରହିଛି । ସେହିଭଳି କରୋନାରୁ ଆରୋଗ୍ୟ ହାର ୯୮.୨୨% ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି । ମଙ୍ଗଳବାର ସଂଧ୍ୟା ସୁଦ୍ଧା ମୋଟ ୬୧.୧୨ କୋଟି ନମୁନା ପରୀକ୍ଷା କରାଯାଇଛି । ସେହି ସମୟ ସୁଦ୍ଧା ୧୦୭.୨୯ କୋଟି ପାନ କୋଭିଡ ଟିକା ଦିଆଯାଇଛି ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories