www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଦିନକରେ ଆଉ ୧୦,୯୨୯ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧୦,୯୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୯୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ୨୪ ଘଣ୍ଟାରେ ଆଉ ୧୨,୫୦୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ୩୩,୭୩,୭୪,୬୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୮.୨୩%। ୧,୪୬,୯୫୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୪୩%। ସେହିପରି ଏଯାଏଁ ୧,୦୭,୯୨,୧୯,୫୪୬ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories