www.samajalive.in
Monday, December 15, 2025
15.1 C
Bhubaneswar

ଶ୍ରମିକ ନେତାଙ୍କ ପରଲୋକ

ଚୌଦ୍ୱାର: ଟାଙ୍ଗୀ-ଚୌଦ୍ୱାର ବ୍ଲକ ବାଣିପଦା ପଞ୍ଚାୟତ ଦେବୀନଗର ଗ୍ରାମର ମୁରବି ତଥା ଶ୍ରମିକନେତା ଗଗନ ବିହାରୀ ସୁବୁଦ୍ଧିରାୟଙ୍କର ୮୮ବର୍ଷ ବୟସରେ ପରଲୋକ ହୋଇଯାଇଛି। ଆଜକୁ ଦୀର୍ଘଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପିଡିତ ହୋଇ ଚିକିତ୍ସାଧିନ ଥିଲେ। ସେ ଜଣେ ପରୋପକାରୀ,ସୁସଂଗଠକ ଓ ଧର୍ମପରାୟଣ ବ୍ୟକ୍ତିଭାବେ ଅଞ୍ଚଳରେ ଖୁବ୍‍ ପରିଚିତ ଥିଲେ। ଜଣେ ଶ୍ରମିକନେତା ଭାବେ ସ୍ଥାନୀୟ ବଲ୍ଲାରପୁର କାଗଜ କଳର ଶ୍ରମିକ ସମସ୍ୟା ନେଇ ଚାଲିଥିବା ଆନ୍ଦୋଳନର ସେ ନେତୃତ୍ୱ ନେଇଥିଲେ। ତାଙ୍କର ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୁତ୍ୟୁ ଶଯ୍ୟା ନିକଟରେ ୫ପୁଅ,ଝିଅ,ଜ୍ୱାଇଁ ଓ ନାତିନାତୁଣି ଉପସ୍ଥିତ ଥିଲେ। ପୁରୀ ସ୍ୱର୍ଗ ଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିବା ବେଳେ ବଡପୁଅ ଦିଲ୍ଲୀପ ମୁଖାଗ୍ନି ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories