www.samajalive.in
Monday, December 15, 2025
14.1 C
Bhubaneswar

ସତ୍ୟବାଦୀରେ ବିଜୁ ଜନତା ଦଳର ମହାମିଶ୍ରଣ କାର୍ଯ୍ୟକ୍ରମ

ସାକ୍ଷୀଗୋପାଳ : ସତ୍ୟବାଦୀରେ ବିଜୁ ଜନତା ଦଳର ମହାମିଶ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀ ଶ୍ରୀ ସାକ୍ଷୀଗୋପାଳ ସେବାୟତ ସଂଘ ସଭାପତି ଶ୍ରୀବତ୍ସ ମହାପାତ୍ର, ସମ୍ପାଦକ ବିଜୟ କୁମାର ନନ୍ଦ, ପୂର୍ବତନ ସଭାପତି ରାମଚନ୍ଦ୍ର ମହାପାତ୍ର, ପୂର୍ବତନ ସରପଞ୍ଚ ବିଶ୍ୱନାଥ ମହାପାତ୍ର, ସିଂହଦ୍ୱାର ବ୍ୟବସାୟୀ ସଂଘର ସନ୍ତୋଷ କୁମାର ମିଶ୍ର, ଜୟନ୍ତ କୁମାର ନନ୍ଦ, କାଳୀ ପ୍ରସାଦ ମହାପାତ୍ର, ସତ୍ୟପ୍ରିୟ ମହାପାତ୍ର ଓ ରଘୁନାଥ ମହାପାତ୍ରଙ୍କ ସମେତ ଅନ୍ୟମାନେ ଯୋଗ ଦେଇଥିଲେ। ଅତିଥି ମାନେ ନୂତନ ଭାବେ ଦଳରେ ଯୋଗଦେଇଥିବା ବ୍ୟକ୍ତି ମାନଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପ୍ରଦାନ କରି ଦଳକୁ ସ୍ୱାଗତ କରିଥିଲେ। ଶେଷରେ ଆଲୋକ କୁମାର ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories