www.samajalive.in
Sunday, December 14, 2025
19.1 C
Bhubaneswar

ନବକୃଷ୍ଣନଗର ଅଞ୍ଚଳରୁୁ ନାଗ ସାପ ଉଦ୍ଧାର

ସାରନଗରୀ,: ଆଜି ନବକୃଷ୍ଣ ଅଞ୍ଚଳରୁୁ ଏକ ନାଗ ସାପ ଉଦ୍ଧାର ହୋଇଛି। ସାପଟିର ଲମ୍ବ ପ୍ରାୟ ଦୁଇ ଫୁଟ ହେବ ବୋଲି ଅନୁମାନ କରାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ନବକୃଷ୍ଣନଗର ଅଞ୍ଚଳରେ ବାସ କରୁଥିବା ଦୀଲିପ ଜେନା ତାଙ୍କ ଘର ସମ୍ମୁଖ ବାରଣ୍ଡାରେ ସାପଟିକୁ ଦେଖିବାକୁ ପାଇଥିଲେ। ସେ କାଳବିଳମ୍ବ ନକରି ଏହି ଘଟଣା ସମ୍ପର୍କରେ ବରିଷ୍ଠ ସାପଧରାଳୀ ଦେବାନନ୍ଦ ବେହେରାଙ୍କୁ ଫୋନ ଯୋଗେ ଖବର ଦେଇଥିଲେ । ସୂଚନା ପାଇ ସାପଧରାଳୀ ଶ୍ରୀ ବେହେରା ଘଟଣା ସ୍ଥଳରେ ପହଞ୍ଚି ନାଗ ସାପଟିକୁ ଉଦ୍ଧାର କରିଥିଲେ। ଏହା ପରେ ବନବିଭାଗ ସହାୟତାରେ ନାଗସାପକୁ ପ୍ରାକୃତିକ ଆବାସସ୍ଥଳୀରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories