www.samajalive.in
Saturday, December 13, 2025
26.1 C
Bhubaneswar

ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଯାଇଥିବା ଡାକ୍ତରଙ୍କ ବେକରୁ ସୁନା ମାଳି ଚୋରି; ସିଂହଦ୍ୱାରା ଥାନାରେ ଏତଲା

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଆସିଥିବା ଜଣେ ଡାକ୍ତରଙ୍କ ବେକରୁ ଶ୍ରୀମନ୍ଦିରରେ ସୁନା ମାଳି ଚୋରି ହୋଇଛି । ଏ ସଂପର୍କରେ ସଂପୃକ୍ତ ଡାକ୍ତର କଳ୍ପଲତା ପତି ସିଂହଦ୍ୱାର ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories