www.samajalive.in
Sunday, December 7, 2025
26.1 C
Bhubaneswar

ଚେସ୍ ଖେଳାଳି ସୌନ୍ଦର୍ଯ୍ୟଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ପୋଲାଣ୍ଡରେ ଅନୁଷ୍ଠିତ ୧୦ତମ ବିଶ୍ୱ ବ୍ୟକ୍ତିଗତ ଜୁନିୟର ଚେସ୍‍ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିବା ଓଡ଼ିଶାର ଦୃଷ୍ଟିହୀନ ଚେସ୍‍ ତାରକା ସୌନ୍ଦର୍ଯ୍ୟ କୁମାର ପ୍ରଧାନଙ୍କୁ ରାଜ୍ୟର ଅଗ୍ରଣୀ ଆଇନ ଫାର୍ମ ଲେକ୍ସ ପବ୍ଲିସିଓ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ରବିବାର ସନ୍ଧ୍ୟାରେ କେଦାରଗୌରୀ ଆପାର୍ଟମେଣ୍ଟରେ ଆୟୋଜିତ ଉତ୍ସବରେ ରାଜ୍ୟ ବାର କାଉନସିଲ ସଦସ୍ୟ ବିଭୁ ପ୍ରସାଦ ତ୍ରିପାଠୀ, ଚେସ୍‍ ଖେଳାଳି ସ୍ୱୟଂଶ ସତ୍ୟପ୍ରଜ୍ଞ ପ୍ରମୁଖ ସୌନ୍ଦର୍ଯ୍ୟଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଆଇନଜୀବୀ ତପୋବନ ବାରିକ, ରାମଦାସ ଆଚାରୀ, ଅନୁରାଗ ପତି, ଦେବେନ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories