www.samajalive.in
Sunday, December 14, 2025
26.1 C
Bhubaneswar

ନାଲକୋକୁ ଆଇଆଇଏମ୍ ନନ୍ ଫେରସ୍ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର :  ରାଷ୍ଟ୍ରାୟତ ନବରତ୍ନ ଉଦ୍ୟୋଗ ନ୍ୟାସନାଲ୍ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ (ନାଲକୋ)କୁ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଟାଲ୍ସ (ଆଇଆଇଏମ୍) ଦ୍ୱାରା ନନ୍-ଫେରସ୍ ଶ୍ରେଷ୍ଠ ପ୍ରଦର୍ଶନ ପୁରସ୍କାର ୨୦୨୦-୨୧ ପ୍ରଦାନ କରାଯାଇଛି।
ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଆଇଆଇଏମ୍ ର ୭୫ ତମ ବାର୍ଷିକ ବୈଷୟିକ ବୈଠକରେ ଏହି ପୁରସ୍କାର ନାଲକୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶ୍ରୀଧର ପାତ୍ରଙ୍କୁ ପ୍ରଦାନ କରାଯାଇଥିଲା ।
ଉଲ୍ଲେଖଯୋଗ୍ୟ ଯେ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଟାଲ୍ସର ନନ୍-ଫେରସ୍ ଡିଭିଜନ୍ ନନ୍-ଫେରସ୍ ସେକ୍ଟରରେ ଗୁଣବତ୍ତା ନିୟନ୍ତ୍ରଣ ଦିଗକୁ ଉତ୍ସାହିତ ତଥା ସ୍ୱୀକୃତି ପ୍ରଦାନ କରିବା ପାଇଁ ୨୦୦୨ ଠାରୁ ଏହି ଜାତୀୟ ଗୁଣବତ୍ତା ପ୍ରତିଯୋଗିତା ଆୟୋଜନ କରିଆସୁଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories