www.samajalive.in
Sunday, December 14, 2025
26.1 C
Bhubaneswar

ଦେଶରେ ୧୧,୯୧୯ ନୂଆ କୋଭିଡ ଆକ୍ରାନ୍ତ, ୪୭୦ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧,୯୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ୧୧,୨୪୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଦିନକ ମଧ୍ୟରେ ଦେଶରେ ୪୭୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସଂପ୍ରତି ୧,୨୮,୭୬୨ ଜଣ ସକ୍ରିୟ କରୋନା ରୋଗୀ ରହିଥିବା ଜଣାଯାଇଛି । ଦେଶରେ ଦୈନିକ ସଂକ୍ରମଣ ୦.୯୭% ଏବଂ ସାପ୍ତାହିକ ସଂକ୍ରମଣ ହାର ୦.୯୪% ରହିଛି । ସେହି ସମୟରେ କରୋନାରୁ ସୁସ୍ଥତା ହାର ୯୮.୨୮% ହୋଇଛି । ବୁଧବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୧୧୪.୪୬ କୋଟି ପାନ ଟିକା ଦିଆଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି ।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories