www.samajalive.in
Monday, December 8, 2025
20.1 C
Bhubaneswar

ବୈତରଣୀରେ ବୁଡି ଜଣେ ମୃତ, ଜଣେ ନିଖୋଜ

କେନ୍ଦୁଝର: କେନ୍ଦୁଝର ଆନନ୍ଦପୁର ଠାରେ ବୈତରଣୀ ନଦୀରେ ଦୁଇଜଣ ବାଳିକା ବୁଡି ଯାଇଛନ୍ତି। ଉଭୟ ଗୌଡଡିହାରେ ଗାଧୋଇବାକୁ ଯାଇଥିବା ବେଳେ ବୁଡି ଯାଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ଉଭୟଙ୍କୁ ଖୋଜାଖୋଜି କରିବା ପରେ ଜଣଙ୍କ ମୃତଦେହ ପାଇଥିଲେ। ଅନ୍ୟ ଜଣେ ବର୍ତ୍ତମାନ ପର୍ଯ୍ୟନ୍ତ ନିଖୋଜ ଥିବା ଜଣା ପଡିଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories