www.samajalive.in
Monday, December 8, 2025
17.1 C
Bhubaneswar

ରାଜ୍ୟରେ ଆଉ ନୂଆ ସଂକ୍ରମିତ ୨୦୫

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୨୦୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୪୫,ସଙ୍ଗରୋଧରୁ ୧୧୯ ଓ ସ୍ଥାନୀୟ ୮୬ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୦୦୩କୁ ବୃଦ୍ଧି ପାଇଛି । ୧୦,୩୬,୨୩୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨,୩୨୭ ସକ୍ରିୟ ଆକ୍ରାନ୍ତ ଚିକିସôାଧୀନ ଅବସ୍ଥାରେ ରହିଛନ୍ତି ।

- Advertisement -


୧୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୫, ବରଗଡ ୧, ବଲାଙ୍ଗୀର ୧, ବୌଦ୍ଧ ୫, କଟକ ୧୦, ଦେଓଗଡ ୧, ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୬, କଳାହାଣ୍ଡି ୩, କେନ୍ଦ୍ରାପଡା ୨, କେନ୍ଦୁଝର ୨, ଖୋର୍ଦ୍ଧା ୧୦୭, ମୟୁରଭଞ୍ଜ ୫, ନୟାଗଡ ୪, ପୁରୀ ୧, ରାୟଗଡା ୧, ସୋନପୁର ୧, ସୁନ୍ଦରଗଡ ୨୨ ଓ ଷ୍ଟେଟ ପୁଲରୁ ୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories