www.samajalive.in
Sunday, December 7, 2025
18.1 C
Bhubaneswar

ଓଏଏସ୍‍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ସୋମବାର ଓଏଏସ୍‍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଏହି ଅଦଳବଦଳରେ ଶ୍ରୀମନ୍ଦିର ନୀତି ପ୍ରଶାସକ ବଦଳିଛନ୍ତି । ଶ୍ରୀମନ୍ଦିର ନୀତି ପ୍ରଶାସକ ପ୍ରଦିପ୍ତ କୁମାର ଦାସଙ୍କୁ ବଦଳ କରାଯାଇ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅତିରିକ୍ତ ସଚିବ ବିଶ୍ୱଜିତ ବରାଳଙ୍କୁ ଶ୍ରୀମନ୍ଦିର ନୀତି ପ୍ରଶାସକ ଭାବେ ଦାୟିତ୍ୱ ଦିଆଯାଇଛି।
ସେହିପରି ରବିନ୍ଦ୍ରନାଥ ମିଶ୍ରଙ୍କୁ କଟକ ଉନ୍ନୟନ କର୍ତ୍ତୃପକ୍ଷ ଉପାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ଘଟଗାଁର ପୂର୍ବତନ ତସିଲଦାର ପ୍ରମୋଦ ପୃଷ୍ଟି ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ଦ୍ୱାୟିତ୍ୱ ଦିଆଯାଇଛି। କୋରାପୁଟ ଏଡିଏମ୍‍ ସୁଜାତା ମିଶ୍ରଙ୍କୁ କୋରାପୁଟ ଅତିରିକ୍ତ ଲ୍ୟାଣ୍ଡ କମିଶନର ଭାବେ ଦାୟିତ୍ୱ ଦିଆଯାଇଛି।

Hot this week

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

Related Articles

Popular Categories