www.samajalive.in
Wednesday, December 10, 2025
14.1 C
Bhubaneswar

ଲୋକସଭା କମିଟିରେ ଝିନ ଓ ଭର୍ତ୍ତୃହରି

ନୂଆଦିଲ୍ଲୀ: କୋରାପୁଟ ସାଂସଦ ଝିନ ହିକକା ଲୋକସଭା ସବଅର୍ଡିନେଟ ଲେଜିସଲେସନ କମିଟିରେ ସ୍ଥାନ ପାଇଛନ୍ତି। ସେହିପରି କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସଭା ଏଥିକ୍ସ କମିଟିକୁ ମନୋନୀତ ହୋଇଛନ୍ତି ବୋଲି ଲୋକସଭା ସଚିବାଳୟ ସୂତ୍ରରୁ ପ୍ରକାଶ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories