www.samajalive.in
Thursday, December 11, 2025
18.1 C
Bhubaneswar

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଗିରଫ ପରୱାନା

ଇସଲାମାବାଦ୍‍: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ସାହିଦ କେ ଆବାସୀଙ୍କ ନାମରେ ଲାହୋର ହାଇକୋର୍ଟ ଗିରଫ ପରୱାନା ଜାରି କରିଛନ୍ତି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ୍‍ ସରିଫ ‘ଡନ୍‍’ ପତ୍ରିକାକୁ ଏକ ସାକ୍ଷାତକାର ଦେଇଥିଲେ। ସେ ସମ୍ପର୍କରେ ଆଲୋଚନା ପାଇଁ ଜାତୀୟ ସୁରକ୍ଷା ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆବାସୀ ଅଧ୍ୟକ୍ଷତା କରିଥିବା ବେଳେ ସେଠାରେ କଣ ଆଲୋଚନା ହେଲା ତାହା ସେ ଗଣମାଧ୍ୟମ ଆଗରେ ପ୍ରକାଶ କରିଥିଲେ। ଏହାର ପ୍ରତିବଦାରେ ଜଣେ ନାଗରିକ ଲାହୋର ହାଇକୋର୍ଟରେ ମାମଲା ଦାୟର କରିଥିଲେ।

Hot this week

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

Related Articles

Popular Categories