www.samajalive.in
Wednesday, December 10, 2025
23.1 C
Bhubaneswar

ବାଲିମେଳା ଜଳଭଣ୍ଡାରରେ ଡଙ୍ଗା ବୁଡି ୪ ନିଖୋଜ

ମାଲକାନଗିରି: ବାଲିମେଳା ଜଳଭଣ୍ଡାରରେ ଡଙ୍ଗା ବୁଡି ୪ ନିଖୋଜ ହୋଇଛନ୍ତି। ୪ ନିଖୋଜଙ୍କ ମଧ୍ୟରେ ୩ଜଣ ମହିଳା ଓ ଜଣେ ଶିଶୁ ଥିବା ଜଣା ପଡିଛି। ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡ଼ି ପଞ୍ଚାୟତର କେନ୍ଦୁଗୁଡା ଗ୍ରାମ ନିକଟରେ ଡଙ୍ଗା ବୁଡି ଯାଇଥିଲା। ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗାରେ ମୋଟ ୭ଜଣ ଥିବା ବେଳେ ତାହା ବୁଡି ଯାଇଥିଲା। ୩ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ୪ଜଣ ନିଖୋଜ ହୋଇ ଥିବା ସୂଚନା ମିଳିଛି। ନିଖୋଜ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକ ଖୋଜାଖୋଜି କରୁଛନ୍ତି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories