www.samajalive.in
Sunday, December 14, 2025
16.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ, ଏହା ଡିସେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ

ଅଧିବେଶନର ପ୍ରଥମ ଦିନରେ ଆଜି ସରକାର କୃଷି ଆଇନ ଉଚ୍ଛେଦ ବିଧେୟକକୁ ଲୋକସଭାରେ ଆଗତ କରିବେ

- Advertisement -

ଆଜି ମାର୍ଗଶିର କୃଷ୍ଣ ଦଶମୀରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ‘ପଇତାଲାଗି’ ନୀତି ଅନୁଷ୍ଠିତ ହେବ, ଅପରାହ୍ଣ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

ଡିସେମ୍ବର ପହିଲାରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ, ପ୍ରାୟ ୨୫ଦିନ ଧରି ଏହି ଅଧିବେଶନ ବସିବ, ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ

ଦକ୍ଷିଣ ଆଫ୍ରିକା ଫେରନ୍ତା ମହାରାଷ୍ଟ୍ରରେ କୋଭିଡ ସଂକ୍ରମିତ ଚିହ୍ନଟ

ପୂର୍ବ ଲଦାଖରେ ଚୀନ ମୁତୟନ କରୁଛି କ୍ଷେପଣାସ୍ତ୍ର ରେଜିମେଣ୍ଟ, ତିଆରି କରୁଛି ନୂଆ ରାଜପଥ
ରାଜ୍ୟରେ ନୂଆ ୧୯୭ ଆକ୍ରାନ୍ତ; ୨ ମୃତ

ମୃତକ ଦୁଇଜଣ ବରଗଡ ଜିଲାର

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୧୫ ଏବଂ ସ୍ଥାନୀୟ ସଂକ୍ରମିତ ୮୨ ଜଣ

୧୮ ବର୍ଷରୁ କମ୍‍ ବୟସର ୨୫ ଜଣ ଆକ୍ରାନ୍ତ

ବାଲେଶ୍ୱରରୁ ୨, ବରଗଡ ୧, ଭଦ୍ରକ ୩, କଟକ ୬, ଦେବଗଡ ୩, ଢେଙ୍କାନାଳ ୪, ଗଞ୍ଜାମ ୧, ଜଗତସିଂହପୁର ୨ ଏବଂ ଯାଜପୁରରୁ ୮ ଚିହ୍ନଟ

ଝାରସୁଗୁଡା ୫, କେନ୍ଦ୍ରାପଡା ୨, କେନ୍ଦୁଝର ୧, ଖୋର୍ଦ୍ଧା ୯୪, ମୟୁରଭଞ୍ଜ ୯, ନବରଙ୍ଗପୁର ୨, ନୟାଗଡ ୩, ରାୟଗଡା ୧, ସମ୍ବଲପୁର ୧୬, ସୁନ୍ଦରଗଡ ୧୨ ଓ ଷ୍ଟେଟପୁଲରୁ ୨୨ ଜଣଙ୍କୁ ଚିହ୍ନଟ କରାଯାଇଛି

ଦିନକ ମଧ୍ୟରେ ୨୨୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି

ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୧୦୩୮୦୮୫ ଜଣ ସୁସ୍ଥ ହୋଇସାରିଲେଣି

ସଂପ୍ରତି ରାଜ୍ୟରେ ୨୩୩୩ ଜଣ ସକ୍ରିୟ କରୋନା ରୋଗୀ ଥିବା ଜଣାଯାଇଛି

ଦେଶରେ ଚିହ୍ନଟ ହେଲେ ୮୩୦୯ ନୂଆ କରୋନା ରୋଗୀ; ୨୩୬ ମୃତ

ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୬୮,୭୯୦କୁ ବୃଦ୍ଧି

ଦିନକ ମଧ୍ୟରେ ୯୯୦୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି

ଏହାକୁ ମିଶାଇ ମୋଟ ୩,୪୦,୦୮,୧୮୩ ଜଣ ସୁସ୍ଥ ହୋଇସାରିଲେଣି

ସଂପ୍ରତି ଦେଶରେ ୧,୦୩,୮୫୯ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି

ଦୈନିକ ସଂକ୍ରମଣ ହାର ୧.୦୯% ଏବଂ ସାପ୍ତାହିକ ହାର ୦.୮୫%

ଆରୋଗ୍ୟ ହ।ର ୯୮.୩୪%

ରବିବାର ସଂଧ୍ୟାସୁଦ୍ଧା ଦେଶରେ ମୋଟ ୧୨୨.୪୧ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories