www.samajalive.in
Monday, December 15, 2025
17.1 C
Bhubaneswar

ଦେଶରେ ୮୯୫୪ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯୫୪ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୧୦,୨୦୭ କରୋନାରୁ ସୁସ୍ଥ ହୋଇଛନ୍ତି । ଗତ ମଙ୍ଗଳବାର ଦିନକ ମଧ୍ୟରେ ୧୧,୦୮,୪୬୭ ନମୁନା ପରୀକ୍ଷା କରାଯାଇଥିବାବେଳେ ଏପର୍ଯ୍ୟନ୍ତ ମୋଟ ୬୪,୨୪,୧୨,୩୧୫ ନମୁନା ପରୀକ୍ଷା କରାଯାଇସାରିଛି । ସେହି ସମୟ ମଧ୍ୟରେ ମୋଟ ୧,୨୪,୧୦,୮୬,୮୫୦ ପାନ କୋଭିଡ ଟିକା ଦିଆଯାଇଛି । କେବଳ ମଙ୍ଗଳବାର ଦିନ ଦେଶରେ ୮୦.୯୮ ଲକ୍ଷରୁ ଅଧିକ ପାନ ଟିକା ଦିଆଯାଇଥିବା ଜଣାଯାଇଛି । ଦେଶରେ ସଂପ୍ରତି ୯୯,୦୨୩ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories