www.samajalive.in
Monday, December 15, 2025
16.1 C
Bhubaneswar

ଆଞ୍ଚଳିକ ଆଦିବାସୀ ହରିଜନ କଲ୍ୟାଣ ପରିଷଦ ପକ୍ଷରୁ ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପାଳିତ

ବାଙ୍କୀ : ସମ୍ବିଧାନ ପ୍ରଣେତା ଭାରତରତ୍ନ ଡଃ. ବି.ଆର ଆମ୍ବେକରଙ୍କ ୬୫ତମ ଶ୍ରାଦ୍ଧ ଦିବସ ସ୍ଥାନୀୟ ଶିକ୍ଷକ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍ୱେଚ୍ଛାସେବୀ ଅନୁଷ୍ଠାନ ବାଙ୍କୀ ଆଞ୍ଚଳିକ ଆଦିବାସୀ ହରିଜନ କଲ୍ୟାଣ ପରିଷଦ ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡାକ୍ତର କୈଳାସ ଚନ୍ଦ୍ର ରଥ, ମୁଖ୍ୟ ବକ୍ତା ସାମ୍ବାଦିକ ସମରେନ୍ଦ୍ର ମହାପାତ୍ର, ସମ୍ମାନିତ ଅତିଥି ଜନକଲ୍ୟାଣ ବରିଷ୍ଠ ନାଗରିକ ସଂଘର ସମ୍ପାଦକ ବିପିନୀ ବିହାରୀ ମହାନ୍ତି ପ୍ରମୁଖ ଯୋଗଦେଇ ଆମ୍ବେଦକରଙ୍କ ନୀତି, ଆଦର୍ଶ ଓ ସମ୍ବିଧାନ ପ୍ରଣେତାଙ୍କ ସମ୍ପର୍କରେ ଆଲୋକପାତ କରିଥିଲେ । ସଭାପତି ଗୁରୁବାରି ନାୟକଙ୍କ ସଭାପତିତ୍ୱରେ ସଞ୍ଚାଳିତ କାର୍ଯ୍ୟକ୍ରମକୁ ସମ୍ପାଦକ ରାଷ୍ଟ୍ରୀୟ ଯୁବ ପୁରସ୍କାର ପ୍ରାପ୍ତ ସମାଜସେବୀ କେଶବଚନ୍ଦ୍ର ବେହେରା ସଞ୍ଚାଳନ କରିଥିଲେ । ପ୍ରଥମେ ଆମ୍ବେକରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ ସହିତ ଉପସ୍ଥିତ ବ୍ୟକ୍ତି ବିଶେଷ ପ୍ରଦୀପ ଜାଳାଇ ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସଦସ୍ୟ ବାବୁଲି ରଣା ଅତିଥି ପରିଚୟ ପ୍ରଦାନ କରିଥିଲା ବେଳେ ସମାଜସେବୀ ସଖିଚାନ୍ଦ ମହାପାତ୍ର, ରାକେଶ କୁମାର ବେହେରା, ଆଲୋକ ବେହେରା, ଗୀତାଞ୍ଜଳୀ ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

Related Articles

Popular Categories