www.samajalive.in
Saturday, December 13, 2025
26.1 C
Bhubaneswar

ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ୱର : ବିଲ୍‍ ପାସ କରାଇଦେବା ପାଇଁ ଟଙ୍କା ଲାଞ୍ଚ ନେବା ସମୟରେ ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ କାମଦେବ ବିଶ୍ୱାଳ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସେ ୧୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଧରାପଡିବା ସହ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ୱର ଭୀମପୁର ମୌଜା ସ୍ଥିତ ବାସଭବନ ସମେତ ଅନେକ ସ୍ଥାନରେ ଚଢାଉ କରାଯାଉଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories