www.samajalive.in
Thursday, December 11, 2025
23.1 C
Bhubaneswar

ଦେଶରେ ୮୪୩୯ ନୂଆ କୋଭିଡ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ୮୪୩୯ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୯୫୨୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। କରୋନାରୁ ଆରୋଗ୍ୟ ହାର ୯୮.୩୬% ରହିଛି। ଏଥିସହିତ ଦୈନିକ ସଂକ୍ରମଣ ହାର ୦.୭୦% ଏବଂ ସପ୍ତାହିକ ସଂକ୍ରମଣ ହାର ୦.୭୬% ରହିଛି। ଦେଶରେ ଏପର୍ଯ୍ୟନ୍ତ ମୋଟ ୩,୪୦,୮୯,୧୩୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି। ଏଥିସହିତ ସଂପ୍ରତି ୯୩,୭୩୩ ଜଣ ସକ୍ରିୟ କରୋନା ସଂକ୍ରମିତ ରହିଥିବା ଜଣାଯାଇଛି। ଦେଶରେ ମଙ୍ଗଳବାର ସୁଦ୍ଧା ୬୫.୦୬ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ସେହି ସମୟ ମଧ୍ୟରେ ୧୨୯.୫୪ କୋଟି ପାନ କୋଭିଡ ଟିକା ଦିଆଯାଇଛି।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories