www.samajalive.in
Monday, December 8, 2025
27.1 C
Bhubaneswar

ସାଢେ ୧୧ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ଆଜି ବିଧାନସଭାରେ ଶୀତ ଅଧିବେଶନର ସପ୍ତମ ଦିନ। ଆଜି ମଧ୍ୟ ପୂର୍ବ ଦିନ ଭଳି ବିଧାନସଭାରେ ସମାନ ଅବସ୍ଥା ଦେଖାଯାଇଛି। ଆରମ୍ଭରୁ ଗୃହର ମଧ୍ୟଭାଗରେ ସବୁ ଦଳର ବିଧାୟକ ହଟ୍ଟଗୋଳ କରିଛନ୍ତି। ଫଳରେ ଦିନ ସାଢେ ୧୧ଟା ଯାଏଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ମୁଲତବି ଘୋଷଣା କରିଛନ୍ତି। ମମିତା ମେହେର ମାମଲାରେ ଗୋବିନ୍ଦଙ୍କ ଓକିଲଙ୍କୁ ନେଇ ବିଜେଡି-ବିଜେପି ମୁହାଁମୁହିଁ ହୋଇଛନ୍ତି। ହଟ୍ଟଗୋଳ କାରଣରୁ ଗୃହକୁ ବାଚସ୍ପତି ମୁଲତବି ଘୋଷଣା କରିଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories