www.samajalive.in
Monday, December 8, 2025
27.1 C
Bhubaneswar

ଦିଲ୍ଲୀରେ ଓମିକ୍ରନର ଆଉ ଏକ ମାମଲା ; ଜିମ୍ବାୱେରୁ ଆସିଥିବା ବ୍ୟକ୍ତି ଓମିକ୍ରନ ସଂକ୍ରମିତ

ନୂଆଦିଲ୍ଲୀ : ଭାରତରେ କରୋନାର ଓମିକ୍ରନ୍ ଭାରିଆଣ୍ଟ ବୃଦ୍ଧି ପାଉଥିବା ନଜରକୁ ଆସିଛି । ଦିଲ୍ଲୀରେ ଆଉ ଏକ ଓମିକ୍ରନ୍ ମାମଲା ସାମ୍ନାକୁ ଆସିଛି। ଦେଶରେ ସଂକ୍ରମିତଙ୍କ ଓମିକ୍ରନ୍ ସଂଖ୍ୟା ୩୩ କୁ ବୃଦ୍ଧି ପାଇଛି ।
ଓମିକ୍ରନର ଦ୍ୱିତୀୟ ମାମଲା ଦିଲ୍ଲୀରେ ସାମ୍ନାକୁ ଆସିଛି। ଜିମ୍ବାୱେରୁ ଦିଲ୍ଲୀ ଆସିଥିବା ଜଣେ ବ୍ୟକ୍ତି ଓମିକ୍ରନ ସଂକ୍ରମିତ ହୋଇଥିବା ଜଣାପଡିଛି। ଜିନୋମ ସିକ୍ୱେନସିଂ କ୍ରମରେ ଓମିକ୍ରନ୍ ନିଶ୍ଚିତ ହୋଇଛି । ସଂକ୍ରମିତ ରୋଗୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀରେ ଓମିକ୍ରନ୍ ଦ୍ୱିତୀୟ ମାମଲା ମିଳିବା ପରେ ଏହି ସଂଖ୍ୟା ଭାରତରେ ୩୩ରେ ପହଞ୍ଚିଛି।
ସେହିପରି ମୁମ୍ବାଇରେ ଓମିକ୍ରନ୍ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ସତର୍କତା ଅବଲମ୍ବନ ସହ ଦୁଇ ଦିନ (୧୧ ଓ ୧୨) ତାରିଖ  ପାଇଁ ସରକାର ଧାରା ୧୪୪ ଲାଗୁ କରିଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories