www.samajalive.in
Monday, December 8, 2025
17.1 C
Bhubaneswar

ଭଦ୍ରକ: ଅଜଣା ଗାଡ଼ି ଧକ୍କାରେ ୩ ଜଣ ବାଇକ୍‌ ଆରୋହୀଙ୍କର ମୃତ୍ୟୁ

ଭଦ୍ରକ – ଭଦ୍ରକ ବାସୁଦେବପୁର ରାସ୍ତାର ସାବରଙ୍ଗ ନିକଟରେ ଅଜଣା ଗାଡ଼଼ି ଧକ୍କାରେ ତିନିଜଣ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିମାନେ ବାସୁଦେବପୁର ଥାନା ଏଡତାଲ ଏବଂ ଚଣ୍ଡିଗାଁର ବୋଲି ଜଣା ପଡିଛି ।

ଏମାନେ ଧାମରା ବନ୍ଦର ନିକଟରେ କାର୍ଯ୍ୟ କରୁଥିଲେ । କାମସାରି ଫେରିବା ବେଳେ ଦୁର୍ଘଟଣା ଘଟିଥିଲା । କୌଣସି ଏକ ଗାଡ଼ି ଏମାନଙ୍କୁ ଧକ୍କା ଦେଇ ଚାଲିଯାଇଥିଲା । ଘଟଣାସ୍ଥଳରେ ଜଣଙ୍କର ଏବଂ ଡାକ୍ତରଖାନାରେ ଅନ୍ୟ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories