www.samajalive.in
Wednesday, December 10, 2025
15.1 C
Bhubaneswar

ସୁନୀଲ ବଂଶଲ ହେବେ ନୂଆ ପୁଲିସ ମହାନିର୍ଦ୍ଦେଶକ

ଭୁବନେଶ୍ୱର : ସୁନୀଲ ବଂଶଲ ହେବେ ନୂଆ ପୁଲିସ ମହାନିର୍ଦ୍ଦେଶକ। ଏନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।୧୯୮୭ ବ୍ୟାଚର ବରିଷ୍ଠ ଆଇପିଏସ ହେଉଛନ୍ତି ସୁନୀଲ ବଂଶଲ। ନୂଆବର୍ଷରୁ ରାଜ୍ୟରୁ ନୂଆ ଡିଜିପି ଭାବେ ଡିଜିପି ଅଭୟଙ୍କ ଠାରୁ ଗ୍ରହଣ କରିବେ ସୁନୀଲ ବଂଶଲ ।
ସୂଚନା ଯୋଗ୍ୟ, ଚଳିତ ମାସରେ ଡିଜିପି ଅଭୟଙ୍କ କାର୍ଯ୍ୟକାଳ ଶେଷ ହେଉଛି। ନୂଆ ଡିଜିପି ପାଇଁ ରାଜ୍ୟ ସରକାର ୧୪ ଜଣ ବରିଷ୍ଠ ଆଇପିଏସ ଅଫିସରଙ୍କ ନାମକୁ ୟୁପିଏସସିକୁ ସୁପାରିଶ କରିଥିଲେ। ଉକ୍ତ ୧୪ ଜଣଙ୍କ ମଧ୍ୟରୁ ୩ ଜଣଙ୍କ ନାମ ରାଜ୍ୟ ସରକାରଙ୍କ ନିକଟକୁ ପଠାଯାଇଥିଲା। ୩ ଜଣଙ୍କ ମଧ୍ୟରୁ ୧୯୮୭ ବ୍ୟାଚର ବରିଷ୍ଠ ଆଇପିଏସ ସୁନୀଲ ବଂଶଲଙ୍କ ନାମ ଉପରେ ମୋହର ଲଗାଯାଇଥିଲା। ବର୍ତ୍ତମାନ ସେ ଗୁଇନ୍ଦା ସ୍ୱତନ୍ତ୍ର ନିର୍ଦ୍ଦେଶକ ଭାବେ ମୁମ୍ବଇରେ କାର୍ଯ୍ୟରତ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories