www.samajalive.in
Wednesday, December 10, 2025
18.1 C
Bhubaneswar

୫ ଜଣଙ୍କୁ ହତ୍ୟା ପରେ ଆତ୍ମହତ୍ୟା

କାଲିଫର୍ଣ୍ଣିଆ: ଦକ୍ଷିଣ କାଲିଫର୍ଣ୍ଣିଆରେ ୫ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛି ଜଣେ ଆତତାୟୀ। ହତ୍ୟାର କାରଣ ଜଣାପଡ଼ିନାହିଁ। ପୁଲିସ ସୂଚନା ଅନୁଯାୟୀ, ବ୍ୟାକରସଫିଲ୍ଡ୍‍ ସ୍ଥିତ ଏକ କମ୍ପାନୀ ନିକଟରେ ଆତାତୀୟ ଜଣକ ପ୍ରଥମେ ତାର ପତ୍ନୀ ଓ ଅନ୍ୟ ଜଣେ ବ୍ୟକ୍ତିକୁ ହତ୍ୟା କରିଥିଲା। ସେଠାରୁ କିଛି ଦୂରରେ ଆଉ ଜଣେ ବ୍ୟକ୍ତିକୁ ହତ୍ୟା କରିବା ପରେ ଏକ ଘର ଭିତରେ ପଶି ଦୁଇ ଜଣଙ୍କୁ ହତ୍ୟା କରିଥିଲା। ଏହାର କିଛି ସମୟ ପରେ ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିଲା।

Hot this week

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

Related Articles

Popular Categories