www.samajalive.in
Sunday, December 7, 2025
14.1 C
Bhubaneswar

ଓଡିଶାରେ କରୋନା ; ନୂଆ ଆକ୍ରାନ୍ତ ୧୭୩ ; ଜଣେ ମୃତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୦ରେ ସୀମତି ଥିବା ଦେଖାଯାଇଛି। ୧୭୩ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଶୂନ୍ୟ ରୁ ୧୮ ବର୍ଷ ମଧ୍ୟରେ ୨୬, ସଙ୍ଗରୋଧରୁ ୯୮, ସ୍ଥାନୀୟ ୭୫।

- Advertisement -


୧୯ ଜିିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧, ବାଲେଶ୍ୱର ୩, ଭଦ୍ରକ ୨, ବୌଦ୍ଧ ୧, କଟକ ୧୨, ଦେଓଗଡ ୬, ଢେଙ୍କାନାଳ ୪, ଗଜପତି ୩, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୯, କଳାହାଣ୍ଡି ୩, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୮୪, ମୟୁରଭଞ୍ଜ ୧, ପୁରୀ ୧, ରାୟଗଡା ୪, ସମ୍ବଲପୁର ୧, ସୁନ୍ଦରଗଡ ୧୫, ଷ୍ଟେଟ ପୁଲରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୨,୩୧୮ରେ ପହଞ୍ଚିଛି। ୧୦,୪୧,୮୩୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୯୮୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।
ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଖୋର୍ଦ୍ଧାର। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୪୦ରେ ପହଞ୍ଚିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories