www.samajalive.in
Monday, December 15, 2025
14.1 C
Bhubaneswar

ବଢ଼ିଲା ଇଞ୍ଜିନିୟରିଂ ଆଡମିସନ୍‌ ସମୟସୀମା

ଭୁବନେଶ୍ୱର : ଡିସେମ୍ବର ୩୧ ଯାଏ ବଢ଼ିଲା ଇଞ୍ଜିନିୟରିଂ ଆଡମିସନ୍ ସମୟସୀମା । ରାଜ୍ୟର ଇଞ୍ଜିନିୟରିଂ କଲେଜ ଗୁଡିକରେ ନାମଲେଖା ସମୟସୀମା ବୃଦ୍ଧି କରାଯାଇଛି । ନାମଲେଖାର ସମୟସୀମା ୧୫ ତାରିଖ ଯାଏଁ ରାଜ୍ୟ ସରକାରଙ୍କ ଧାର୍ୟ୍ୟ କରିଥିଲେ । ଏନେଇ ପ୍ରଥମେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲା ଓଡ଼ିଶା ପ୍ରାଇଭେଟ୍ ଇଞ୍ଜିନିଅରିଂ କଲେଜ ଆସୋସିଏସନ୍-ଓପେକା । ସୁପ୍ରିମକୋର୍ଟ ଏହାର ରାୟ ଶୁଣାଇ ସମୟସୀମାକୁ ବଢାଇଛନ୍ତି । ଇଞ୍ଜିନିୟରିଂ ପଢ଼ିବା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀ ମାନେ ଡିସେମ୍ବର ୩୧ ପର୍ୟ୍ୟନ୍ତ ଯେକୌଣସି କଲେଜରେ ଆଡମିସନ ନେଇପାରିବେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories