www.samajalive.in
Monday, December 8, 2025
27.1 C
Bhubaneswar

୩୩ ଲକ୍ଷର ଧଳାଜହର ଜବତ ; ଜଣେ ଗିରଫ

ପୁରୀ : ପୁରୀ ଜିଲା ଅନ୍ତର୍ଗତ ପିପିଲି କାକୁଡିଆ ଛକରେ ଧଳା ଜହର ଜବତ ହୋଇଥିବା ନେଇ ଆଜି ଖବର ମିଳିଛି। କାକୁଡିଆ ଛକରୁ ପ୍ରାୟ ୩୨୫ ଗ୍ରାମ ଧଳାଜହର ଜବତ କରାଯାଇଛି। ଅବକାରୀ ବିଭାଗ ଫ୍ଲାଇଂ ସ୍କ୍ୱାର୍ଡ ଚଢାଉ କରି ଜବତ କରିବା ସହ ସମ୍ପୃକ୍ତ ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଜବତ ଧଳାଜହରର ଆନୁମାନିକ ମୂଲ୍ୟ ୩୩ ଲକ୍ଷ ଟଙ୍କା ହେବ।

 

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories