www.samajalive.in
Tuesday, December 9, 2025
26.1 C
Bhubaneswar

ପୁରୁଣାକଟକରେ ପାଇପ ଯୋଗାଣ ସ୍ୱାଭାବିକ

ହରଭଙ୍ଗା: ପମ୍ପ ଚାଳକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ହରଭଙ୍ଗା ବ୍ଲକ ପୁରୁଣାକଟକ ବଜାର ଅଂଚଳରେ ଆଠଦିନ ହେଲା ପାଇପ୍‍ ଜଳ ଯୋଗାଣ ଠପ୍‍ ହୋଇଯାଇଥିଲା। ଏ ସର୍ମ୍ପକରେ ସମାଜରେ ଲଗାତାର ଖବର ପ୍ରକାଶିତ ପରେ ଶୁକ୍ରବାର ସକାଳେ ସ୍ଥାନୀୟ ବଜାରର ୭ଟି ଓାର୍ଡରେ ଜଳ ଯୋଗାଣ ସ୍ୱାଭାବିକ ଭାବେ ଚାଲୁ ହେବା ସାଙ୍ଗକୁ ୫ହଜାର ଲୋକଙ୍କ ପିଇବା ପାଣି ସମସ୍ୟା ଦୂର ହୋଇଛି। ସ୍ଥାନୀୟ ବାସିନ୍ଦା ସତ୍ୟନାରାୟଣ ସାହୁ, ସୁନିଲ କୁମାର ଅଗ୍ରଓାଲା, ଦେବପ୍ରସାଦ ଦିକ୍ଷୀତ, ଘନଶ୍ୟାମ ମହାରଣା, ଶ୍ରୀଧର ବିଶ୍ୱାଳ, ଅଜିତ କୁମାର ଭୋଇ ପ୍ରମୁଖ ସମାଜର ପ୍ରୟାସକୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories