www.samajalive.in
Monday, December 8, 2025
27.1 C
Bhubaneswar

ଦାମଙ୍କ ଅଭିଯୋଗ ହାସ୍ୟାସ୍ପଦ: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ପାରାଦୀପ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କୁ ଦଳରୁ ବହିଷ୍କାର କରିବା ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ଦିଲ୍ଲୀରୁ ଫେରିବା ପରେ ସାମ୍ବାଦିକଙ୍କୁ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଦଳ ବିରୋଧୀ କାର୍ଯ୍ୟ ପାଇଁ ଡାକ୍ତର ରାଉତଙ୍କୁ ବହିଷ୍କାର କରାଯାଇଛି। ଦାମବାବୁ ସବୁବେଳେ ଦାୟିତ୍ୱହୀନ ମନ୍ତବ୍ୟ ଦିଅନ୍ତି। ତାଙ୍କ ଅଭିଯୋଗ ଭିତ୍ତିହୀନ ଓ ହାସ୍ୟାସ୍ପଦ। ସେ ନୂଆ ଦଳ ଗଢ଼ିଲେ ମଧ୍ୟ ବିଜେଡି ଉପରେ କିଛି ଫରକ ପଡ଼ିବନି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories