www.samajalive.in
Friday, December 12, 2025
14.1 C
Bhubaneswar

ଉଦୟପୁର ଡିଗ୍ରୀ ମହାବିଦ୍ୟାଳୟରେ ସ୍ବଚ୍ଛ ଭାରତ ସଚେତନତା କାର୍ଯ୍ୟକ୍ରମ

ପାଟଣା: କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଉଦୟପୁର ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟରେ ଆଜି ଜାତୀୟ ସେବା ଯୋଜନା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସନାତନ ପଲେଇ, ଅଧ୍ୟାପକ ଜ୍ଞାନ ରଞ୍ଜନ ମିଶ୍ର, ହିରାଲାଲ ମହାନ୍ତ, ରୀୟଯୁଲ ହକ୍ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିବା ବେଳେ ଜାତୀୟ ସେବା ଯୋଜନାରେ ସାମିଲ ଛାତ୍ରଛାତ୍ରୀ ମାନେ ମୋ ପାଇଁ ନୁହେଁ ଆପଣମାନଙ୍କ ପାଇଁ ଶୀର୍ଷକ ଆଲୋଚନା ଚକ୍ରରେ ଭାଗ ନେଇଥିଲେ। କାର୍ଯ୍ୟକ୍ରମରେ ଶେଷରେ ଛାତ୍ରଛାତ୍ରୀ ମାନେ ମହାବିଦ୍ୟାଳୟ ପରିସରରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଅନ୍ତର୍ଗତ ସଫେଇ ଅଭିଯାନ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories