www.samajalive.in
Monday, December 15, 2025
17.1 C
Bhubaneswar

ଅକ୍ଷୟ ପାତ୍ରଙ୍କ ମୃତ୍ୟୁ ଘଟଣା, ତାତିଲେ ମହିଳା ସଂଗଠନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀ ଗାଁ ଥାନା ଅଞ୍ଚଳର ବାଡ଼ାସୁରୁ ଜଙ୍ଗଲରୁ ଅକ୍ଷୟ ପାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା । ମେଡିକାଲ ଅଫିସରଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଓ ପୋଲିସର ତଦନ୍ତ ପ୍ରକ୍ରିୟାରେ ଅସନ୍ତୁଷ୍ଟ ଅଞ୍ଚଳବାସୀ । ଘଟଣାରେ ଆଜି ବ୍ରାହ୍ମଣୀ ଗାଁ ବନ୍ଦ ପାଳନ ସହ ଆଞ୍ଚଳିକ ଦୁର୍ନୀତି ନିବାରଣ କମିଟିର ଆହ୍ୱାନ କ୍ରମେ ଆଠଟି ପଞ୍ଚୟତର ମହିଳା ସଂଗଠନ, ଶତାଧିକ ମହିଳା ପୁରୁଷ ଯୋଗଦେଇ ରାଲି କରିବା ସହ ଘଟଣାର ଉଚସ୍ତରୀୟ ତଦନ୍ତ ଓ ଦୋଷୀ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଦାବିରେ ତହସିଲଦାର ଚାର୍ଲସ ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories