www.samajalive.in
Saturday, December 13, 2025
21.1 C
Bhubaneswar

ଥରିବ ଓଡିଶା ; ଶୀତ ଲହରି ,୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଶୀତରେ ଥରୁଛି ସାରା ରାଜ୍ୟ । ସାରା ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଏହାସହ ରାଜ୍ୟରେ ଶୀତ ଲହରି ଆହୁରି ବଢିବ। ଶୀତ ଲହରି ବଢିବା ନେଇ ପାଣିପାଗ ବିଭାଗ ଆଜି ସତର୍କ ସୂଚନା ଜାରି କରିଛି।  ଉତ୍ତର- ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ଆସୁଥିବାରୁ ଶୀତ ବଢିବ। ୨/୩ ଦିନ ପର୍ଯ୍ୟନ୍ତ ସ୍ୱଭାବିକ ଠାରୁ ୪ ରୁ ୬ ଡିଗ୍ରୀ ତାପମାତ୍ରା କମିବ। ଏହାସହ ଶୀତ ଲହରି ନେଇ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲା ଗୁଡିକ ହେଉଛି ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ସୋନପୁର, ବୌଦ୍ଧ, କନ୍ଧମାଳ, ଭଦ୍ରକ, ଅନୁଗୁଳ , ଢେଙ୍କାନାଳ, ଦେବଗଡ ଓ ସମ୍ବଲପୁର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories